ଭୁବନେଶ୍ଵର: ନୂଆପଡ଼ା କୁଳିଆବନ୍ଧ ୩୬ ନଂ ବୁଥ୍ର ପ୍ରିଜାଇଡିଂ ଅଫିସର ଧନଞ୍ଜୟ ମଲ୍ଲିକ ସସ୍ପେଣ୍ଡ। ଭୋଟ୍ର ଗୋପନୀୟତା ଉଲ୍ଲଙ୍ଘନ କରିବାରୁ କାର୍ଯ୍ୟାନୁଷ୍ଠାନ। ପ୍ରେସମିଟ୍ କରି ସୂଚନା ଦେଲେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ।
ନୂଆପଡ଼ା ଉପନିର୍ବାଚନ: କୁଳିଆବନ୍ଧ ୩୬ ନଂ ବୁଥ୍ର ପ୍ରିଜାଇଡିଂ ଅଫିସର୍ ସସ୍ପେଣ୍ଡ







