ଜାତୀୟ

ଧସିଲା ପଥର ଖାଦାନ ଦୁଇ ଶ୍ରମିକ ମୃତ, ଫସିଛନ୍ତି ୧୫

ନୂଆଦିଲ୍ଲୀ: ଧସିଲା ପଥର ଖାଦାନ। ଦୁଇ ଜଣ ଶ୍ରମିକଙ୍କ ମୃତ୍ୟୁ ହୋଇଛି । ଖାଦାନରେ ଆହୁରି ୧୫ରୁ ଅଧିକ ଶ୍ରମିକ ଫସିଛନ୍ତି| ଉତ୍ତରପ୍ରଦେଶ ସୋନଭଦ୍ର ଅଞ୍ଚଳରେ ଏହି ଅଘଟଣ ଘଟିଛି| ଏକ ପଥର ଖାଦାନରେ ୧୫ରୁ ଅଧିକ ଶ୍ରମିକ ଫସିଛନ୍ତି। ଶ୍ରମିକଙ୍କ ଉଦ୍ଧାର ପାଇଁ ପ୍ରୟାସ ଆରମ୍ଭ ହୋଇଛି।NDRF ଓ SDRF ଟିମ୍ ପହଂଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଛନ୍ତି। ତୁରନ୍ତ ସମସ୍ତଙ୍କୁ ଉଦ୍ଧାର କରାଯିବ ବୋଲି କହିଛନ୍ତି ମନ୍ତ୍ରୀ ସଞ୍ଜୀବ ଗଣ୍ଡ ।

Leave a Reply

Your email address will not be published. Required fields are marked *

This News and Current Affairs Website is published & owned  by The Info News India-Ajira Dunia Media Ventures 

Ajira Dunia @2024. All Rights Reserved || Developed By CBSPL