ଭୁବନେଶ୍ୱର: ଡିସେମ୍ବର ୧ରୁ ଆନ୍ଦୋଳନକୁ ଓହ୍ଲାଇବେ ପ୍ରାଥମିକ ଶିକ୍ଷକ । ୨ ଦଫା ଦାବି ନେଇ ଏହି ଆନ୍ଦୋଳନ ହେବ । ନଭେମ୍ବର ୩୦ ସୁଦ୍ଧା ସରକାର ଯଦି ଦାବି ପୂରଣ ନ କରନ୍ତି, ତେବେ ଡିସେମ୍ବର ୧ରୁ ରାଜରାସ୍ତାରେ ପ୍ରାଥମିକ ଶିକ୍ଷୟିତ୍ରୀଶିକ୍ଷକ ବିକ୍ଷୋଭ ପ୍ରଦର୍ଶନ କରିବେ । ଏଥିପାଇଁ ରାଜ୍ୟ ପ୍ରାଥମିକ ବିଦ୍ୟାଳୟଗୁଡ଼ିକରେ ଯାହା ପରିସ୍ଥିତି ଉପୁଜିବ, ସେଥିପାଇଁ ସରକାର ଦାୟୀ ରହିବେ ବୋଲି ପ୍ରାଥମିକ ଶିକ୍ଷକ ମହାସଂଘ ପକ୍ଷରୁ ଚେତାବନୀ ଦିଆଯାଇଛି ।
ଡିସେମ୍ବର ୧ରୁ ପ୍ରାଥମିକ ଶିକ୍ଷକ ମହାସଂଘର ଆନ୍ଦୋଳନ







