ଓଡ଼ିଶା

ଚଳନ୍ତା ବସରେ ଡ୍ରାଇଭରଙ୍କୁ ହୃଦଘାତ, ବର୍ତ୍ତିଲା ୨୫ ଯାତ୍ରୀ

ମାଲକାନଗିରି: ଚଳନ୍ତା ବସରେ ବସ ଡ୍ରାଇଭରଙ୍କୁ ହୃଦଘାତ । ନିଜେ ଚାଲିଗଲେ ହେଲେ ବଞ୍ଚାଇଦେଲେ ୨୫ ଯାତ୍ରୀଙ୍କ ଜୀବନ । ବିଜୟନଗରମରୁ ମାଲକାନଗିରି ଆସୁଥିବାବେଳେ ଡ୍ରାଇଭର ପି, ସାଇକୃଷ୍ଣଙ୍କୁ ହୃଦଘାତ ହୋଇଥିଲା । କୁନ୍ଦୁଲି ନିକଟରେ ଛାତିରେ ଯନ୍ତ୍ରଣା ହେବାରୁ ରାସ୍ତା କଡରେ ବସଟିକୁ ସାଇଡ୍ କରିଦେଇଥିଲେ ।

ତୁରନ୍ତ ଆମ୍ବୁଲାନ୍ସ ଡକାଇ କୋରାପୁଟ ମେଡିକାଲରେ ଭର୍ତ୍ତି କରିଥିଲେ । ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଥିଲା । ଡ୍ରାଇଭରଙ୍କ ଘର ମାଲକାନଗିରିରେ । ବସରେ ୨୫ ଜଣ ଯାତ୍ରୀ ଥିଲେ ।

Leave a Reply

Your email address will not be published. Required fields are marked *

This News and Current Affairs Website is published & owned  by The Info News India-Ajira Dunia Media Ventures 

Ajira Dunia @2024. All Rights Reserved || Developed By CBSPL