ଗଞ୍ଜାମ: ଗଞ୍ଜାମ ଜିଲ୍ଲା ଆସିକା ବ୍ଲକ ଅତରଙ୍ଗ ଗ୍ରାମରେ ଘଟିଛି ଦୁଃଖଦ ଘଟଣା। ବାପା ମରିବାର ୧୦ ଦିନରେ ପୁଅର ମୃତ୍ୟୁ ହୋଇଥିବାରୁ ଗାଁରେ ଶୋକର ଛାୟା ଖେଳିଯାଇଛି। ବାପାର ଦଶାହ କାର୍ଯ୍ୟ ଏବଂ ପୁଅର ଅନ୍ତ୍ୟେଷ୍ଟି କ୍ରିୟା କେମିତି ହେବ ସେଥିପାଇଁ ପରିବାର, ବନ୍ଧୁବାନ୍ଧବ ଓ ଗ୍ରାମବାସୀ ଏବେ ଚିନ୍ତାରେ ପଡ଼ିଛନ୍ତି।
ବାପାର ଦଶାହ ଦିନ ପୁଅର ମୃତ୍ୟୁ







