ଭୁବନେଶ୍ୱର: ଆଜି ବିଧାନସଭାରେ ଶୀତ ଅଧିବେଶନର ତୃତୀୟ ଦିବସ। ଏଥିରେ ଝାରସୁଗୁଡ଼ା ବିଧାୟକ ଟଙ୍କଧର ତ୍ରିପାଠୀଙ୍କ ଏକ ପ୍ରଶ୍ନର ଉତ୍ତର ରଖି ଆଇନ ମନ୍ତ୍ରୀ ପୃଥ୍ବୀରାଜ ପଟ୍ଟନାୟକ କହିଛନ୍ତି, ରାଜ୍ୟ ସରକାର ୪୧୪୫ ମନ୍ଦିରର ଆର୍ଥିକ ଅନୁଦାନ ବୃଦ୍ଧି କରିଛନ୍ତି। ପୂର୍ବାପେକ୍ଷା ଅଢ଼େଇ କୋଟି ଅଧିକ ଅନୁଦାନ ଯୋଗାଇ ଦେଇଛନ୍ତି ସରକାର।
୪୧୪୫ ମନ୍ଦିରର ଅନୁଦାନ ରାଶି ବୃଦ୍ଧି କଲେ ରାଜ୍ୟ ସରକାର








