କୋରାପୁଟ: ପିଏମଶ୍ରୀ ବିଦ୍ୟାଳୟର ୪୧ ଅନ୍ତେବାସୀ ପେଟ ବ୍ୟଥାରେ ଆକ୍ରାନ୍ତ। କୋରାପୁଟ ଜିଲ୍ଲା ବୈପାରିଗୁଡା ବ୍ଲକର ଶିରିବେଡା ପିଏମଶ୍ରୀ ବିଦ୍ୟାଳୟ ହଷ୍ଟେଲର ୪୧ ଜଣ ଅନ୍ତେବାସୀ ପେଟ ବ୍ୟଥାରେ ଆକ୍ରାନ୍ତ ହୋଇଥିଲେ। ଏହି ଘଟଣାରେ ୩୫ ଜଣ ବୈପାରିଗୁଡା ମେଡ଼ିକାଲରେ ଭର୍ତ୍ତି ହୋଇ ଚିକିତ୍ସିତ ହେଉଛନ୍ତି।
ହଷ୍ଟେଲ ଖାଦ୍ୟ ଖାଇ ପିଏମଶ୍ରୀ ବିଦ୍ୟାଳୟର ୪୧ ଅନ୍ତେବାସୀ ଅସୁସ୍ଥ




