ଓଡ଼ିଶା

ସୁରକ୍ଷାକର୍ମୀ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ: ୫ ମାଓବାଦୀ ନିହତ, ଜଣେ ଯବାନ ସହିଦ

ମାଲକାନଗିରି: ମାଲକାନଗିରି- ଛତିଶଗଡ ସୀମାନ୍ତ ବିଜାପୁର ଜିଲ୍ଲାରେ ସୁରକ୍ଷାକର୍ମୀ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି । ସୁରକ୍ଷା କର୍ମୀଙ୍କ ଗୁଳିରେ ୫ ଜଣ ମାଓବାଦୀ ନିହତ ହୋଇଥିବା ସୂଚନା ମିଳିଛି। ଘଟଣାରେ ଜଣେ ଯବାନ ସହିଦ ହୋଇଥିବାବେଳେ ଜଣେ ଗୁରୁତର ଭାବେ ଆହତ ହୋଇଥିବା ଜଣାପଡିଛି । ଗାଙ୍ଗାଲୁର ଜଙ୍ଗଲରେ ଏନକାଉଣ୍ଟର ହୋଇଥିବାବେଳେ ମାଓବାଦୀ ମାନଙ୍କୁ ଶତାଧିକ ସୁରକ୍ଷା କର୍ମୀ ଘେରି ରହିଛନ୍ତି ।

Leave a Reply

Your email address will not be published. Required fields are marked *

This News and Current Affairs Website is published & owned  by The Info News India-Ajira Dunia Media Ventures 

Ajira Dunia @2024. All Rights Reserved || Developed By CBSPL