ଭୁବନେଶ୍ୱର: ଗଣଶିକ୍ଷା ବିଭାଗର ବଡ଼ ସୂଚନା । ରାଜ୍ୟର ୩୧୪ଟି ଓଡ଼ିଶା ଆଦର୍ଶ ବିଦ୍ୟାଳୟରେ ଓଡ଼ିଆ ଶିକ୍ଷକ ନିଯୁକ୍ତ ହେବେ । ପୂର୍ବରୁ ଥିବା ଲାଇବ୍ରେରିଆନ୍ ପଦକୁ ଉଚ୍ଛେଦ କରି ଓଡ଼ିଆ ଶିକ୍ଷକ ପଦବୀ ସୃଷ୍ଟି କରାଯାଇଛି । ଓଡ଼ିଆ ପ୍ରଶିକ୍ଷିତ ସ୍ନାତକ ଶିକ୍ଷକ (ଟିଜିଟି) ନିଯୁକ୍ତି ପାଇଁ ନୂତନ ପଦ ସୃଷ୍ଟି ହୋଇଛି ।
୩୧୪ ଓଏଭିରେ ନିଯୁକ୍ତ ହେବେ ଓଡ଼ିଆ ଶିକ୍ଷକ, ଉଚ୍ଛେଦ ହେବ ଲାଇବ୍ରେରିଆନ୍ ପଦ







