ଓଡ଼ିଶା

୬୮୦ଗ୍ରାମ ବ୍ରାଉନସୁଗର ଜବତ, ମା-ପୁଅ ଗିରଫ

ଢେଙ୍କାନାଳ : ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ମୁଣ୍ଡିଦେଉଳି ସାହିରେ ଅବକାରୀ ବିଭାଗ ଚଢାଉ । ୬୮୦ଗ୍ରାମ ବ୍ରାଉନସୁଗର ଜବତ ସହ୨ ଗିରଫ । ଗିରଫ ଦୁଇ ଜଣ ମା ଓ ପୁଅ ବୋଲି ଜଣାପଡିଛି । ତେବେ ଅନ୍ୟ ଜଣେ ପୁଅ ଫେରାର ହୋଇଯାଇଛି । ଜବତ ବ୍ରାଉନସୁଗରର ଆନୁମାନିକ ମୂଲ୍ୟ ୬୮ ଲକ୍ଷ ଟଙ୍କା ହେବ। କେଉଁଠୁ ବ୍ରାଉନସୁଗର ଆସୁଥିଲା ସେନେଇ ତଦନ୍ତ କରୁଛି ଅବକାରି ବିଭାଗ । ଅବକାରୀ ବିଭାଗକୁ ଚକମା ଦେଇ ବହୁ ଦିନ ହେଲା ବ୍ୟବସାୟ କରୁଥିଲେ। ରାଜ୍ୟ ବାହାରର ବେପାରୀଙ୍କ ସହିତ ସଂପର୍କ ଥିବା ଅନୁମାନ କରାଯାଉଛି ।

Leave a Reply

Your email address will not be published. Required fields are marked *

This News and Current Affairs Website is published & owned  by The Info News India-Ajira Dunia Media Ventures 

Ajira Dunia @2024. All Rights Reserved || Developed By CBSPL