ଓଡ଼ିଶା

ସ୍ୱାସ୍ଥ୍ୟସେବା ଦାବିରେ ୧୨ ଘଣ୍ଟା ଦେବଗଡ଼ ବନ୍ଦ

ଯାଜପୁର : ଦୁର୍ଘଟଣା ପରେ ଉତ୍ତେଜନା । ଦୀର୍ଘ ୩ ଘଣ୍ଟାରୁ ଅଧିକ ସମୟ ଧରି ଟାୟାର ଜାଳି ଜାତୀୟ ରାଜପଥ ଅବରୋଧ କରିଥିଲେ ଉତ୍ୟକ୍ତ ଲୋକ । ଫଳରେ ରାସ୍ତାର ଉଭୟ ପାର୍ଶ୍ବରେ ଅଟକି ରହିଥିଲା ଶହ ଶହ ଗାଡ଼ି ମୋଟର । ମୃତକଙ୍କ ପରିବାରକୁ କ୍ଷତିପୂରଣ ସହ ଶୀଘ୍ର ଜାତୀୟ ରାଜପଥ ସମ୍ପ୍ରସାରଣ କାମ ସାରିବାକୁ ଦାବି କରିଥିଲେ । କଳିଙ୍ଗନଗର ପୋଲିସ ଓ ପ୍ରଶାସନ ଘଟଣାସ୍ଥଳରେ ପହଞ୍ଚି ଉତ୍ୟକ୍ତ ଲୋକଙ୍କୁ ବୁଝାସୁଝା ପରେ ରାସ୍ତାରୋକ ହଟିଥିଲା ।

Leave a Reply

Your email address will not be published. Required fields are marked *

This News and Current Affairs Website is published & owned  by The Info News India-Ajira Dunia Media Ventures 

Ajira Dunia @2024. All Rights Reserved || Developed By CBSPL