ଓଡ଼ିଶା

ସୁରକ୍ଷାକର୍ମୀଙ୍କ ଗୁଳିରେ ୩ ମାଓବାଦୀ ନିହତ

ମାଲକାନଗିରି : ଟଳିପଡିଲେ ୩ ମାଓବାଦୀ । ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ ସୁକମା ଜିଲ୍ଲା ଗୋଲାପାଲ୍ଲୀ ଜଙ୍ଗଲରେ ପୋଲିସ ମାଓବାଦୀ ମୁହାଁମୁହିଁ । ସୁରକ୍ଷାକର୍ମୀଙ୍କ ଗୁଳିରେ ୩ ଜଣ ମାଓବାଦୀ ନିହତ ହୋଇଥିବା ସୂଚନା । ମାଓ କ୍ୟାମ୍ପରେ ଶତାଧିକ ମାଓବାଦୀ ଲୁଚି ରହି ସୁରକ୍ଷାକର୍ମୀଙ୍କୁ ଏକ ବଡ଼ ଧରଣର ଟାର୍ଗେଟ କରିବାକୁ ଯୋଜନା କରୁଥିଲେ । ଅପରେସନରେ ସାମିଲ ହୋଇଛନ୍ତି DRG ଯବାନ । ଏବେବି ଗୁଳି ବିନିମୟ ଜାରି ରହିଛି ।

Leave a Reply

Your email address will not be published. Required fields are marked *

This News and Current Affairs Website is published & owned  by The Info News India-Ajira Dunia Media Ventures 

Ajira Dunia @2024. All Rights Reserved || Developed By CBSPL