ଜାତୀୟ

ଭୁଶୁଡିଲା ନିର୍ମାଣାଧୀନ ବେସମେଣ୍ଟ, ଚାପି ହୋଇଛନ୍ତି ଅନେକ ଶ୍ରମିକ !

ଆଗ୍ରା : ତାଜ ନଗରୀ ଆଗ୍ରାର ନମକ ମଣ୍ଡି ଅଞ୍ଚଳରେ ବଡ଼ ଅଘଟଣ । ବେସମେଣ୍ଟ ନିର୍ମାଣ ସମୟରେ କାନ୍ଥ ଧସିଯିବାରୁ ଅନେକ ଲୋକ ଚାପି ହୋଇଥିବା ଆଶଙ୍କା କରାଯାଉଛି । ସମସ୍ତଙ୍କୁ ଉଦ୍ଧାର କରାଯାଇ ହସପିଟାଲରେ ଭର୍ତ୍ତି କରାଯାଇଛି । ତେବେ ଘଟଣାରେ ୪ ଜଣଙ୍କ ଅବସ୍ଥା ଗୁରୁତର ରହିଛି । ଘଟଣା ସ୍ଥଳରେ ଏସଡିଏମ ସମେତ ପୋଲିସ ମଧ୍ୟ ପହଞ୍ଚିଛି ।

Leave a Reply

Your email address will not be published. Required fields are marked *

This News and Current Affairs Website is published & owned  by The Info News India-Ajira Dunia Media Ventures 

Ajira Dunia @2024. All Rights Reserved || Developed By CBSPL