ଓଡ଼ିଶା

କଳାକାର ମାସିକ ଭତ୍ତା ବୃଦ୍ଧି କଲେ ରାଜ୍ୟ ସରକାର

ଭୁବନେଶ୍ବର: ବଢ଼ିଲା କଳାକାର ମାସିକ ଭତ୍ତା ।  କଳାକାର ମାସିକ ଭତ୍ତା ବୃଦ୍ଧି କଲେ ରାଜ୍ୟ ସରକାର ।  ମୁଖ୍ୟମନ୍ତ୍ରୀ କଳାକାର ସହାୟତା ଯୋଜନାରେ ମାସିକ ଭତ୍ତା ବୃଦ୍ଧି କରିଛନ୍ତି ରାଜ୍ୟ ସରକାର ।  ୪୦ରୁ ୮୦ ବର୍ଷ କଳାକାରଙ୍କ ଭତ୍ତା ୩ ହଜାର ଟଙ୍କାକୁ ବୃଦ୍ଧି ପାଇଛି ।   ୮୦ ବର୍ଷରୁ ଊର୍ଦ୍ଧ୍ବ କଳାକାରଙ୍କ ଭତ୍ତା ମାସକୁ ୩୫୦୦ ଟଙ୍କାକୁ ବୃଦ୍ଧି ହୋଇଛି ।  କେନ୍ଦୁଝରରେ ଏ ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।  ରାଜ୍ୟର ପ୍ରାୟ ୪୭ ହଜାର ୭ ଶହ ୪ କଳାକାର ଯୋଜନା ଦ୍ୱାରା ଉପକୃତ ହେବେ ।

Leave a Reply

Your email address will not be published. Required fields are marked *

This News and Current Affairs Website is published & owned  by The Info News India-Ajira Dunia Media Ventures 

Ajira Dunia @2024. All Rights Reserved || Developed By CBSPL