ଓଡ଼ିଶା

ପୋଲିସ SI ପରୀକ୍ଷା ଘୋଟାଲା: ପ୍ରାଥମିକ ଚାର୍ଜସିଟ୍ ଦାଖଲ କଲା CBI

ଭୁବନେଶ୍ୱର : ପୋଲିସ ଏସଆଇ କେଳେଙ୍କାରୀ ମମଲାରେ ପ୍ରଥମିକ ଚାର୍ଜସିଟ୍ ଦାଖଲ । ୧୬ ଜଣଙ୍କ ବିରୋଧରେ ତଥ୍ୟ ପ୍ରମାଣ ସହ ଚାର୍ଜସିଟ ଦାଖଲ CBI । ଶଙ୍କର ପୃଷ୍ଟି, ମୁନା ମହାନ୍ତି, ସୁରେଶ ନାୟକ, ସୌମ୍ୟା ପ୍ରିୟଦର୍ଶିନୀ ସାମଲ, ରିଙ୍କୁ ମହାରଣା, ବିରଞ୍ଚି ନାୟକ, ନୀତିଶ କୁମାର ସମେତ ୧୬ଜଣଙ୍କ ନାଁ ଚାର୍ଜସିଟ୍ସ ଦାଖଲ ହୋଇଛି । ୧୬ ଅଭିଯୁକ୍ତଙ୍କ ମଧ୍ୟରୁ ୯ ଜଣଙ୍କୁ କ୍ରାଇମବ୍ରାଞ୍ଚ ଗିରଫ କରିଥିଲା । ସେହିପରି ୭ ଅଭିଯୁକ୍ତଙ୍କୁ CBI ଗିରଫ କରି କୋର୍ଟ ଚାଲାଣ କରିଥିଲା।

Leave a Reply

Your email address will not be published. Required fields are marked *

This News and Current Affairs Website is published & owned  by The Info News India-Ajira Dunia Media Ventures 

Ajira Dunia @2024. All Rights Reserved || Developed By CBSPL