ଭୁବନେଶ୍ୱର: ନୂଆ ଦଳ ଗଠନ ନେଇ ବଡ ସୂଚନା ଦେଲେ ମହମ୍ମଦ ମୋକିମ । ଏକ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ ସେ କହିଛନ୍ତି ଯେ, ଆସନ୍ତା ୧୨ ତାରିଖ ଅର୍ଥାତ୍ ଜାତୀୟ ଯୁବ ଦିବସରେ ନୂଆ ଦଳ ପାଇଁ ମୂଳଦୁଆ ପଡ଼ିବ । ମାର୍ଚ୍ଚ ଶେଷ ସପ୍ତାହରେ ନୂଆ ଦଳ ଗଠିତ ହେବ ।
ନୂଆ ଦଳ ପାଇଁ ୧୨ ତାରିଖରେ ପଡିବ ମୂଳଦୁଆ: ମହମ୍ମଦ ମୋକିମ








