କୋରାପୁଟ: କାର୍ଯ୍ୟରେ ଅବହେଳା ଅଭିଯୋଗ ନେଇ ପରିବହନ ବିଭାଗର ୩ଜଣ ଅଧିକାରୀଙ୍କ ଦରମା ବନ୍ଦ କରାଯାଇଛି । ଦରମା ବନ୍ଦ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ରାଜ୍ୟ ପରିବହନ ନିଗମ ନିର୍ଦ୍ଦେଶକ । କାର୍ଯ୍ୟରୁ ଅନ୍ତର ସହ ପୁନଃ ଯୋଗ ଦେବା ଯାଏଁ ଦରମା ବନ୍ଦ ହେବ ।
ପରିବହନ ନିଗମର ୩ ଅଧିକାରୀଙ୍କ ଦରମା ବନ୍ଦ

କୋରାପୁଟ: କାର୍ଯ୍ୟରେ ଅବହେଳା ଅଭିଯୋଗ ନେଇ ପରିବହନ ବିଭାଗର ୩ଜଣ ଅଧିକାରୀଙ୍କ ଦରମା ବନ୍ଦ କରାଯାଇଛି । ଦରମା ବନ୍ଦ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ରାଜ୍ୟ ପରିବହନ ନିଗମ ନିର୍ଦ୍ଦେଶକ । କାର୍ଯ୍ୟରୁ ଅନ୍ତର ସହ ପୁନଃ ଯୋଗ ଦେବା ଯାଏଁ ଦରମା ବନ୍ଦ ହେବ ।
ତିନି ଅଧିକାରୀ ହେଉଛନ୍ତି ଈଶ୍ୱର ମହାପାତ୍ର ଜିଲ୍ଲା ପରିଚାଳକ, ଜୟପୁର, କୋରାପୁଟ, ଜ୍ୟୋତି ପ୍ରକାଶ ବେହେରା, ଅତିରିକ୍ତ ପରିଚାଳକ ଜୟପୁର, କୋରାପୁଟ ଏବଂ ପ୍ରିତିଶ କୁମାର ନାୟକ, ଅତିରିକ୍ତ ପରିଚାଳକ ସୁନ୍ଦରଗଡ଼ର ବୋଲି ଜଣାପଡିଛି ।
“ଆଜିର ଦୁନିଆ: ଓଡିଆଙ୍କୁ ସଶକ୍ତ କରିବା, ଜୀବନକୁ ସମୃଦ୍ଧ କରିବା”
ମୁଖ୍ୟ ସମ୍ପାଦକ: ସୁଦର୍ଶନ ଛୋଟରାୟ
Editor-in-Chief: Sudarshan Chhotoray

This News and Current Affairs Website is published & owned by The Info News India-Ajira Dunia Media Ventures
Ajira Dunia @2024. All Rights Reserved || Developed By CBSPL