ଭୁବନେଶ୍ବର: ଆଜି ରାଜ୍ୟର ସମସ୍ତ ବିଦ୍ୟାଳୟ, ମହାବିଦ୍ୟାଳୟ ଓ ବିଶ୍ୱବିଦ୍ୟାଳୟରେ ସାମୂହିକ ବନ୍ଦେ ମାତରମ୍ ଗାନ କରାଯାଇଛି । ‘ବନ୍ଦେ ମାତରମ୍’ର ୧୫୦ତମ ବାର୍ଷିକୀ ଅବସରରେ ସାମୂହିକ ଭାବେ ଛାତ୍ରଛାତ୍ରୀ, ଶିକ୍ଷକ ଓ ଶିକ୍ଷୟିତ୍ରୀମାନେ ଗାନ କରିଛନ୍ତି । ଛାତ୍ରଛାତ୍ରୀ ବନ୍ଦେ ମାତରମ୍ ଗାନ କରିବା ସହ ଆତ୍ମନିର୍ଭର ଭାରତ ସ୍ବଦେଶୀ ସଙ୍କଳ୍ପ ପାଠ କରିଛନ୍ତି ।
ଶିକ୍ଷାନୁଷ୍ଠାନରେ ସାମୂହିକ ବନ୍ଦେ ମାତରମ୍ ଗାନ କଲେ ଛାତ୍ରଛାତ୍ରୀ-ଶିକ୍ଷକ ଶିକ୍ଷୟିତ୍ରୀ








