ଜାତୀୟ

ବରଯାତ୍ରୀ ବସ୍ ଓଲଟି ୫ ମୃତ, ୨୫ ଆହତ

ଝାଡ଼ଖଣ୍ଡ : ଝାଡ଼ଖଣ୍ଡର ଲାତେହାରରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି । ଓଲଟିଲା ବରଯାତ୍ରୀ ନେଇ ଯାଉଥିବା ବସ୍ । ଯେଉଁ ଦୁର୍ଘଟଣାରେ ୫ ଜଣଙ୍କର ମୃତ୍ୟୁ ହୋଇଥିଲାବେଳେ ୨୫ ଜଣ ଆହତ ହୋଇଛନ୍ତି । ବସ୍ ନିୟନ୍ତ୍ରଣ ହରାଇ ଓଲଟି ପଡିଥିବା ସୂଚନା ମିଳିଛି । ଆଗକୁ ମୃତ୍ୟୁ ସଂଖ୍ୟା ବଢିବାର ଆଶଙ୍କା କରାଯାଉଛି ।

Leave a Reply

Your email address will not be published. Required fields are marked *

This News and Current Affairs Website is published & owned  by The Info News India-Ajira Dunia Media Ventures 

Ajira Dunia @2024. All Rights Reserved || Developed By CBSPL