ଓଡ଼ିଶା

ଖୁବ ଶୀଘ୍ର ଆସିବ ଓଡିଶା ଲ୍ୟାଣ୍ଡ ମ୍ୟାନେଜମେଣ୍ଟ ଆକ୍ଟ ,ଦୂର ହେବ ଜମି ସମସ୍ୟା

ପୁରୀ : ଖୁବ ଶୀଘ୍ର ଆସିବ ଓଡିଶା ଲ୍ୟାଣ୍ଡ ମ୍ୟାନେଜମେଣ୍ଟ ଆକ୍ଟ ।  ନିର୍ଦ୍ଧିଷ୍ଟ ସମୟ ସୀମା ମଧ୍ୟରେ ଜମି ସମସ୍ୟା ଦୂର କରାଯିବ  l  ପୁରୀର ଜମି ସମସ୍ୟା ନେଇ ସମସ୍ତ ବିଭାଗ ସହ ଆଲୋଚନା କରାଯାଇଛି  l  ସମସ୍ୟାର ସ୍ଥାୟୀ ସମାଧୀନ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି  l  ଏ ନେଇ ଆଜି ସନ୍ଧ୍ୟା ୫ଟାରେ ସଚିବାଳୟ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହେବ  l  ଅନେକ ଆଇନକୁ ସଂଶୋଧନ କରାଯାଉଛି  l  ଓଡିଶା ଲ୍ୟାଣ୍ଡ ମ୍ୟାନେଜମେଣ୍ଟ ଆକ୍ଟରେ ସମସ୍ତ ଆଇନକୁ ସିଙ୍ଗଲ window ବ୍ୟବସ୍ଥାରେ ପରିଣତ କରାଯାଉଛି ବୋଲି କହିଛନ୍ତି ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ  ।

Leave a Reply

Your email address will not be published. Required fields are marked *

This News and Current Affairs Website is published & owned  by The Info News India-Ajira Dunia Media Ventures 

Ajira Dunia @2024. All Rights Reserved || Developed By CBSPL