ଓଡ଼ିଶା

ଏଣିକି ମହିଳା ଚଲାଇବେ ‘ଆମ-ବସ୍’

ଭୁବନେଶ୍ବର: ଏଣିକି ମହିଳା ଚଲାଇବେ ‘ଆମ-ବସ୍’ । ଏନେଇ ‘ଆମ-ବସ୍’ ସେବା ସମୀକ୍ଷା ବୈଠକରେ ନିଷ୍ପତ୍ତି ।
ଏଣିକି ମହିଳା ଚଲାଇବେ ‘ଆମ-ବସ୍’ । ଏନେଇ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ରଙ୍କ ‘ଆମ-ବସ୍’ ସେବା ସମୀକ୍ଷା ବୈଠକରେ ନିଷ୍ପତ୍ତି ନିଆଯାଇଛି । ଏଥିପାଇଁ ପୁଣେରେ ମହିଳା ମାନଙ୍କୁ ତାଲିମ ଦିଆଯିବ । ତାଲିମ ପାଇଁ ଆସନ୍ତା ଜାନୁଆରୀ ୩୧ରେ ୨୦ଜଣ ମହିଳା ପୁଣେ ଯିବେ ବୋଲି ସୂଚନା ରହିଛି । ମହିଳା ଯାତ୍ରୀଙ୍କ ସୁରକ୍ଷିତ ଯାତ୍ରା ପାଇଁ ମହିଳା ଚାଳକଙ୍କ ଉପରେ ଗୁରୁତ୍ୱ ଦିଆଯାଇ ଏଭଳି ନିଷ୍ପତ୍ତି ନିଆଯାଇଛି ।

Leave a Reply

Your email address will not be published. Required fields are marked *

This News and Current Affairs Website is published & owned  by The Info News India-Ajira Dunia Media Ventures 

Ajira Dunia @2024. All Rights Reserved || Developed By CBSPL