ଭଦ୍ରକ: ପୁଣି ଅଲୋଡ଼ା ହେଲା ନବଜାତ ଶିଶୁକନ୍ୟା । ମେଡିକାଲ ବାଥରୁମ୍ରେ ନବଜାତ ଶିଶୁ କନ୍ୟାକୁ ଛାଡ଼ି ମା’ ଚମ୍ପଟ ମାରିଛି । ଭଦ୍ରକ ଜିଲା ମୁଖ୍ୟ ଡାକ୍ତରଖାନାରେ ଏମିତି ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି । ନବଜାତ ଶିଶୁର ମୃତ୍ୟୁ ହୋଇଥିବା ବେଳେ ମା’କୁ ଠାବ କରାଯାଇନାହିଁ ।
ଡାକ୍ତରଖାନା ବାଥରୁମ୍ରେ ନବଜାତ ଶିଶୁକନ୍ୟାକୁ ଫିଙ୍ଗିଦେଲା ମାଆ








