ଭୁବନେଶ୍ବର: ଓମଫେଡ୍ ବୁଥରେ ଗୁଟଖା ବିକିଲେ ଆକ୍ସନ । ଭେଣ୍ଡିଂ ଜୋନ୍, ଓମଫେଡ୍ ବୁଥରେ ଗୁଟଖା ବିକିଲେ ଆକ୍ସନ । ଲାଇସେନ୍ସ ବାତିଲ ନେଇ ଚେତାବନୀ ଦେଇଛି ବିଏମସି|
ବିଏମସି ଅଞ୍ଚଳରେ ଗୁଟଖା ବିକ୍ରି ହେବ ସମ୍ପୂର୍ଣ୍ଣ ନିଷେଧ । ଜୋରଦାର୍ ହେବ ଗୁଟୁଖା ଏନଫୋର୍ସମେଣ୍ଟ ଡ୍ରାଇଭ୍ । ବିଏମସି ସାଧାରଣ ବରିଷଦ ବୈଠକରେ ଏନେଇ ନିଷ୍ପତ୍ତି ହୋଇଛି|






