ଓଡ଼ିଶା

କାର୍ ଦୁର୍ଘଟଣାରେ ୨ ମୃତ, ୪ ଲକ୍ଷ ଲେଖାଏ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ବ୍ରହ୍ମପୁର : ଚିକିଟି ସୁନପୁରରୁ ବିଶାଖାପାଟଣା ଗଲାବେଳେ ଭୟଙ୍କର ଦୁର୍ଘଟଣା । ଆଇଚରରେ ପିଟିହେଲା କାର୍ । ଦୁର୍ଘଟଣାରେ ପରିବାରର ୨ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୫ ଗୁରୁତର ଆହତ ହୋଇଛନ୍ତି । ଗୁରୁତର ୫ ଜଣଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି । ସୁନପୁରରୁ ରୋଗୀଙ୍କୁ ଅଧିକ ଚିକିତ୍ସା ପାଇଁ ବିଶାଖାପାଟଣା ଯିବା ବେଳେ ଆନ୍ଧ୍ରପ୍ରଦେଶ ନନ୍ଦିଗ୍ରାମରେ ଦୁର୍ଘଟଣା ହୋଇଥିଲା । ଘଟଣାରେ ଦୁଃଖ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଏହାସହ ମୁଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠିରୁ ୪ ଲକ୍ଷ ଲେଖାଏ ସହାୟତା ଘୋଷଣା କରିଛନ୍ତି ।

Leave a Reply

Your email address will not be published. Required fields are marked *

This News and Current Affairs Website is published & owned  by The Info News India-Ajira Dunia Media Ventures 

Ajira Dunia @2024. All Rights Reserved || Developed By CBSPL