ଓଡ଼ିଶା

କଟକରେ ଲେଜର ଲାଇଟ ବ୍ୟାନ କଲେ ହାଇକୋର୍ଟ

କଟକ : ଲେଜର ଲାଇଟ ଉପରେ ବ୍ୟାନ ଲଗାଇଲେ ହାଇକୋର୍ଟ । କଟକ ସହରରେ ହୋଇ ପାରିବ ନାହିଁ ଲେଜର ଲାଇଟ ବ୍ୟବହାର । ରାତି ୧୦ ଟା ପରେ ବିବାହ ରୋଷଣୀ ସଂପୂର୍ଣ୍ଣ ମନା । ରୋଷଣୀ ଆଦିରେ ଡିଜେ ବ୍ୟବହାର ନେଇ ମଧ୍ୟ ଲାଗିଲା କଟକଣା । ବିକଟାଳ ଶବ୍ଦ ଯୁକ୍ତ ଡିଜେ ବ୍ୟବହାର ହୋଇ ପାରିବ ନାହିଁ । ୬୫ ଡେସିବିଲ ମଧ୍ୟରେ ରହିବ ଡିଜେ ସାଉଣ୍ଡ। ଏହାଠାରୁ ଅଧିକ ହେଲେ ନିଆଯିବ କାର୍ଯ୍ୟାନୁଷ୍ଠାନ । କାର୍ଯ୍ୟାନୁଷ୍ଠାନ ନେବାକୁ କମିଶନରେଟ ପୋଲିସକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ । କଟକ ସହର ସମସ୍ୟା ମାମଲାର ଶୁଣାଣିରେ ହାଇକୋର୍ଟଙ୍କ ଏହି ନିର୍ଦ୍ଦେଶ ।

Leave a Reply

Your email address will not be published. Required fields are marked *

This News and Current Affairs Website is published & owned  by The Info News India-Ajira Dunia Media Ventures 

Ajira Dunia @2024. All Rights Reserved || Developed By CBSPL