ମୟୁରଭଞ୍ଜ: ଭାରସାମ୍ୟ ହରାଇ କେନାଲ ଭିତରକୁ ପଶିଗଲା ଟ୍ରାକ୍ଟର । ଦୁର୍ଘଟଣାରେ ୩ ମୃତ ୩ ଗୁରୁତର ଜଣାପଡିଛି । ମୃତକଙ୍କ ମଧ୍ୟରେ ୨ ନାବାଳକ ରହିଥିବା ବେଳେ ଦୁର୍ଘଟଣାରେ ଟ୍ରାକ୍ଟର ଡ୍ରାଇଭର ମଧ୍ୟ ମୃତ । ଏଭଳି ଦୁଃଖଦ ଘଟଣା ଘଟିଛି କରଞ୍ଜିଆ ଥାନା ଅନ୍ତର୍ଗତ ମୁର୍ଗାସାହି ନିକଟରେ ।
କେନାଲ ଭିତରକୁ ପଶିଗଲା ଟ୍ରାକ୍ଟର; ୩ ମୃତ, ୩ ଗୁରୁତର








