ଓଡ଼ିଶା

ଆତ୍ମସମର୍ପଣ କଲେ ୧୫ ହାର୍ଡକୋର ମାଓବାଦୀ

ମାଲକାନଗିରି : ଆତ୍ମସମର୍ପଣ କଲେ ୧୫ ହାର୍ଡକୋର ମାଓବାଦୀ । ମାଲକାନଗିରି ସୀମାନ୍ତ ଛତିଶଗଡ଼ର ମହାସମୁଦ ବାଲୁଦା ଥାନାରେ ଆତ୍ମସମର୍ପଣ କଲେ ୧୫ ଜଣ ମାଓବାଦୀ । BBM ବଲାଙ୍ଗୀର, ବରଗଡ଼ ଏବଂ ମହା ସମୁଦ୍ର ମାଓ ସଂଗଠନର ସକ୍ରିୟ ୧୫ ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ କଲେ ।

BBM ମାଓ ସଂଗଠନ ସଚିବ ବିକାଶ ସହ ଆତ୍ମସମର୍ପଣ । ବିକାଶ ମୁଣ୍ଡ ଉପରେ ୨୫ ଲକ୍ଷ ଟଙ୍କା ପୁରସ୍କାର ଥିଲା । ସରେଣ୍ଡର ମାଓବାଦୀ ମଧ୍ୟରେ ୯ ଜଣ ମହିଳା ଓ ୬ ପୁରୁଷ ମାଓବାଦୀ ରହିଛନ୍ତି ।

Leave a Reply

Your email address will not be published. Required fields are marked *

This News and Current Affairs Website is published & owned  by The Info News India-Ajira Dunia Media Ventures 

Ajira Dunia @2024. All Rights Reserved || Developed By CBSPL