ଓଡ଼ିଶା

ଆଜିଠୁ ଆରମ୍ଭ ହେଲା ଦ୍ବିତୀୟ ପର୍ଯ୍ୟାୟ ବିଧାନସଭା ଅଧିବେଶନ

ଭୁବନେଶ୍ବର: ବିଧାନସଭା ବଜେଟ ଅଧିବେଶନର ଦ୍ବିତୀୟ ପର୍ଯ୍ୟାୟ ଆଜିଠାରୁ ଆରମ୍ଭ ହୋଇଛି । ଗୃହରେ ସ୍ଵାଭାବିକ ଭାବେ ପ୍ରଶ୍ନକାଳ ଜାରି ରହିଛି। ବିଭାଗୀୟ ମନ୍ତ୍ର ବିଧାନସଭା ବଜେଟ୍ ଅଧିବେଶନର ଦ୍ବିତୀୟ ପର୍ଯ୍ୟାୟ ପ୍ରଶ୍ନକାଳ ଆରମ୍ଭ ହୋଇଛି। ବିଭାଗୀୟ ମନ୍ତ୍ରୀ ବିଧାୟକଙ୍କ ପ୍ରଶ୍ନର ଉତ୍ତର ରଖୁଛନ୍ତି। ଏପ୍ରିଲ୍‌ ୮ ତାରିଖ ପର୍ଯ୍ୟନ୍ତ ଦ୍ବିତୀୟ ପର୍ଯ୍ୟାୟ ଅଧିବେଶନ ଚାଲିବ। ପ୍ରଥମ ପର୍ଯ୍ୟାୟ ଅଧିବେଶନରେ ଆର୍ଥିକ ବର୍ଷ ୨୦୨୬-୨୭ ଲାଗି ଅର୍ଥ ବିଭାଗ ଦାୟିତ୍ବରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୩.୧୦ଲକ୍ଷ କୋଟି ଟଙ୍କାର ବଜେଟ ଉପସ୍ଥାପନ କରିଥିଲେ। ଦ୍ବିତୀୟ ପର୍ଯ୍ୟାୟରେ ବିଭାଗୱାରୀ ଖର୍ଚ୍ଚଦାବି ଉପ‌ରେ ଆଲୋଚନା ହେବା ସହ ମାର୍ଚ୍ଚ ୩୧ରେ ରାଜ୍ୟ ସରକାର ବ୍ୟୟମଞ୍ଜୁରୀ ବିଲ୍ ପାରିତ କରାଇବେ।

Leave a Reply

Your email address will not be published. Required fields are marked *

This News and Current Affairs Website is published & owned  by The Info News India-Ajira Dunia Media Ventures 

Ajira Dunia @2024. All Rights Reserved || Developed By CBSPL