ଭୁବନେଶ୍ୱର: ‘ଅର୍ଣ୍ଣବ’ ଯୋଗୁଁ ସୃଷ୍ଟି ହୋଇଥିବା ବନ୍ୟା ପରିସ୍ଥିତିର ମୁକାବିଲା ଏବଂ ରିଲିଫ୍ କାର୍ଯ୍ୟକୁ ସୁଦୃଢ଼ କରିବା ପାଇଁ ଗୃହ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ୧୦ ଜଣ ସହକାରୀ କମିଶନର, ନିର୍ବାହୀ ଅଧିକାରୀ ଓ ଯନ୍ତ୍ରୀଙ୍କୁ ଗଞ୍ଜାମ ଜିଲ୍ଲାରେ ନିୟୋଜିତ କରାଯାଇଛି।
ବନ୍ୟା ମୁକାବିଲା ଏବଂ ରିଲିଫ୍ କାର୍ଯ୍ୟକୁ ସୁଦୃଢ଼ କରିବା ପାଇଁ ଗଞ୍ଜାମରେ ୧୦ ଅଧିକାରୀ ନିୟୋଜିତ







