ଓଡ଼ିଶା

ସୀତାକୁଣ୍ଡରେ ବୁଡ଼ିଗଲେ ଦୁଇ ଯୁବକ

ମୟୁରଭଞ୍ଜ : ପିକନିକ ହେଲା କାଳ । ଶିମିଳିପାଳ ପାଦଦେଶ ସୀତାକୁଣ୍ଡ ଜଳପ୍ରାପତରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଯୁବକ ।  ଘଟଣା ସ୍ଥଳରେ ପହଞ୍ଚିଲା ଅଗ୍ନିଶମ ବାହିନୀ ।  ଅଗ୍ନିଶମ ବାହିନୀ ପହଞ୍ଚି ଦୁଇ ଯୁବକଙ୍କ ମୃତଦେହ ଉଦ୍ଧାର କରି ମେଡିକାଲକୁ ପଠାଇଛି ।  ସୂଚନା ମୁତାବକ ମୃତକମାନେ ଭଦ୍ରକ ଜିଲ୍ଲାରୁ ଆସିଥିବା ବେଳେ ଆଜି ସକାଳୁ ସୀତାକୁଣ୍ଡରେ ପହଞ୍ଚି ବଣଭୋଜି କରୁଥିଲେ ।  ଘଟଣା ସ୍ଥଳରେ ବାରିପଦା ସଦର ଥାନା ପୋଲିସ ପହଞ୍ଚି ଘଟଣାର ତଦନ୍ତ ଜାରି ରଖିଛି ।

Leave a Reply

Your email address will not be published. Required fields are marked *

This News and Current Affairs Website is published & owned  by The Info News India-Ajira Dunia Media Ventures 

Ajira Dunia @2024. All Rights Reserved || Developed By CBSPL