ଓଡ଼ିଶା

ଜାନୁୟାରୀ ୨୧ରେ ହେବ ଓଏସଏସଟିଇଟି-୨୦୨୫

ଭୁବନେଶ୍ବର: ଆସନ୍ତା ଜାନୁୟାରୀ ୨୧ ତାରିଖରେ ଅନୁଷ୍ଠିତ ହେବ ଓଡ଼ିଶା ମଧ୍ୟମିକ ବିଦ୍ୟାଳୟ ଶିକ୍ଷକ ଯୋଗ୍ୟତା ପରୀକ୍ଷା(ଓଏସଏସଟିଇଟି)। ଦୁଇଟି ସିଟିଂ​‌ରେ ଏହି ପରୀକ୍ଷା ହେବ। ଗୋଟିଏ ସିଟିଂରେ ପେପର-୧ ଏବଂ ୨ୟ ସିଟିଂରେ ପେପର-୨ ପରୀକ୍ଷା ହେବ।

ପରୀକ୍ଷା ପୂର୍ବାହ୍ନ ୧୦ଟାରୁ ଆରମ୍ଭ ହୋଇ ମଧ୍ୟାହ୍ନ ୧୨ଟା ୩୦ରେ ଶେଷ ହେବ। ଜାନୁୟାରୀ ୧୦ରୁ ୱେବସାଇଟ(bseodisha.ac.in)ରୁ ଆଡମିଟ୍‌ କାର୍ଡ ଡାଉନଲୋଡ କରିହେବ।

Leave a Reply

Your email address will not be published. Required fields are marked *

This News and Current Affairs Website is published & owned  by The Info News India-Ajira Dunia Media Ventures 

Ajira Dunia @2024. All Rights Reserved || Developed By CBSPL