ଭୁବନେଶ୍ୱର : ଏଣିକି ଅନଲାଇନ୍ ସହ ଅଫଲାଇନରେ ପୈଠ କରିହେବ ଇ- ଚାଲାଣ । ଜନସାଧାରଣଙ୍କ ସୁବିଧା ପାଇଁ ନଗଦ ଅର୍ଥ ଗ୍ରହଣ କରିବାକୁ RTOଙ୍କୁ ନିର୍ଦ୍ଦେଶ ଦିଆଯାଇଛି ।ଆଞ୍ଚଳିକ ପରିବହନ କାର୍ଯ୍ୟାଳୟରେ ସ୍ଵତନ୍ତ୍ର ଭାବେ ଅଧିକାରୀଙ୍କୁ ଦିଆଯିବ ଦାୟିତ୍ଵ। ମୋବାଇଲ ନମ୍ବର ଅପଡେଟ ରଖି ନ ଥିବାରୁ ବେଳେ ବେଳେ ଗାଡି ମାଲିକଙ୍କୁ OTP ଠିକ ଭାବେ ଯାଇ ନଥାଏ।
ଅନଲାଇନ୍ ଓ ଅଫଲାଇନରେ ପୈଠ କରିହେବ ଇ-ଚାଲାଣ, ଲୋକଙ୍କ ସୁବିଧା ପାଇଁ ନଗଦ ଅର୍ଥ ଗ୍ରହଣ କରିବାକୁ RTOଙ୍କୁ ନିର୍ଦ୍ଦେଶ






