ଓଡ଼ିଶା

ଅଜଣା ଗାଡି ଧକ୍କାରେ ଦୁଇ ଯୁବକ ମୃତ

ଖୋର୍ଦ୍ଧା: ମାଡ଼ିଗଲା ଗାଡ଼ି, ଚାଲିଗଲା ୨ ଜୀବନ ।  ଖୋର୍ଦ୍ଧା ସଦରଥାନା ୧୬ ନମ୍ବର ଦଧିମାଛଗାଡିଆ ଛକ ନିକଟରେ ଅଜଣା ଗାଡି ଧକ୍କାରେ ଦୁଇ ଯୁବକ ମୃତ ।  ମୃତ ଯୁବକ ଦୁଇ ଜଣ ବିକାଶ ବରାଳ ଓ ଶୁଭ୍ରାଂଶୁ ସୁନ୍ଦରାୟ ।  ଆଜି ସକାଳ ବାଣପୁର ସାନହନ୍ତୁଆରୁ ଭୂବନେଶ୍ବର ସ୍କୁଟିରେ ଯାଉଥିବାବେଳେ ଅଜଣା ଗାଡି ଧକ୍କା ଦେଇଥିଲା ।

ଫଳରେ ଘଟଣାସ୍ଥଳରେ ଉଭୟଙ୍କର ମୃତ୍ଯୁ ହୋଇଛି ।  ପୋଲିସ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ବ୍ଯବଚ୍ଛେଦ ପାଇଁ ଜିଲ୍ଲା ମୂଖ୍ଯ ଚିକିତ୍ସାଳୟକୁ ପଠାଇଛି ।

Leave a Reply

Your email address will not be published. Required fields are marked *

This News and Current Affairs Website is published & owned  by The Info News India-Ajira Dunia Media Ventures 

Ajira Dunia @2024. All Rights Reserved || Developed By CBSPL