ଓଡ଼ିଶା

ଶୀତ ପାଇଁ ଆସନ୍ତାକଲିଠାରୁ ବଦଳିବ ବିଦ୍ୟାଳୟ ସମୟ

କଟକ: ପ୍ରବଳ ଶୀତ ପାଇଁ ବଦଳିଲା ବିଦ୍ୟାଳୟ ସମୟ । ଛାତ୍ରଛାତ୍ରୀଙ୍କ ସୁବିଧା ଦୃଷ୍ଟିରୁ ନିଷ୍ପତ୍ତି ନେଲା କଟକ ପ୍ରଶାସନ ।
ପ୍ରବଳ ଶୀତକୁ ଦୃଷ୍ଟିରେ ରଖି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି କଟକ ଜିଲ୍ଲା ପ୍ରଶାସନ । ଜିଲ୍ଲାର ସମସ୍ତ ବିଦ୍ୟାଳୟ ଶନିବାର ସକାଳ ପରିବର୍ତ୍ତେ ଦିନ ସମୟରେ ଆରମ୍ଭ କରିବାକୁ ନିର୍ଦ୍ଦେଶ । ଆସନ୍ତାକଲି ଠାରୁ ଏହି ନିୟମ ଲାଗୁ କରିବାକୁ ନିର୍ଦ୍ଦେଶ । ଆଗାମୀ ନିଷ୍ପତ୍ତି ଆସିବା ପର୍ଯ୍ୟନ୍ତ ସକାଳୁ ବିଦ୍ୟାଳୟ ଆସିବେ ଛାତ୍ରଛାତ୍ରୀ ।

Leave a Reply

Your email address will not be published. Required fields are marked *

This News and Current Affairs Website is published & owned  by The Info News India-Ajira Dunia Media Ventures 

Ajira Dunia @2024. All Rights Reserved || Developed By CBSPL