ଭୁବନେଶ୍ବର: ମଝି ରାସ୍ତାରେ ଜଳିଗଲା ଆମ ବସ୍। ଭୁବନେଶ୍ବର କଳିଙ୍ଗ ଷ୍ଟୁଡିଓ ଛକରେ ଘଟିଛି ଏହି ଅଘଟଣ। ପୋଲିସ ପହଞ୍ଚି ବସରେ ଥିବା ଯାତ୍ରୀମାନଙ୍କୁ ଉଦ୍ଧାର କରିଛି। ସର୍ଟିସର୍କିଟରୁ ଅଗ୍ନିକାଣ୍ଡ ଘଟିଥିବା ସୂଚନା ମିଳିଛି। ଘଟଣାସ୍ଥଳରେ ଅଗ୍ନିଶମବାହିନୀ ପହଞ୍ଚି ନିଆଁ ଲିଭାଇବାକୁ ଉଦ୍ୟମ କରୁଛି।
ରାସ୍ତା ମଝିରେ ଜଳିଗଲା ‘ଆମ ବସ୍’








