ଓଡ଼ିଶା

ରାଜଧାନୀରେ ଜଳିଗଲା ଆଉ ଏକ ଆମ ବସ

ଭୁବନେଶ୍ୱର:ରାଜଧାନୀ ଭୁବନେଶ୍ବରରେ ପୁଣିଥରେ ‘ଆମ ବସ’ରେ ନିଆଁ । ପଟିଆରେ ଥିବା ଏକ ବସ୍ ଡିପୋରେ ବସରେ ଅଗ୍ନିକାଣ୍ଡ ଘଟିଛି । ବସରେ ନିଆଁ ଲାଗିବା ପରେ ସାରା ଅଞ୍ଚଳରେ ଧୂଆଁମୟ ହୋଇଯାଇଥିଲା । ଖବର ପାଇଁ ଅଗ୍ନିଶମ କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିବାକୁ ଉଦ୍ୟମ କରିଛନ୍ତି । ଶେଷ ଖବର ସୁଦ୍ଧା ନିଆଁ ଲିଭା କାର୍ଯ୍ୟ ଜାରି ରହିଥିଲା । ତେବେ କେଉଁ କାରଣରୁ ବସରେ ନିଆଁ ଲାଗିଲା କାରଣ ଅସ୍ପଷ୍ଟ ରହିଛି ।

Leave a Reply

Your email address will not be published. Required fields are marked *

This News and Current Affairs Website is published & owned  by The Info News India-Ajira Dunia Media Ventures 

Ajira Dunia @2024. All Rights Reserved || Developed By CBSPL