ଭୁବନେଶ୍ଵର: ଓଡ଼ିଆ ଭାଷାରେ ହେବ ସରକାରୀ କାମ। ସବୁ ବିଭାଗ ଓ ଜିଲ୍ଲାପାଳଙ୍କୁ ରାଜ୍ୟ ସରକାରଙ୍କ ଚିଠି। ବ୍ଲକରୁ ରାଜ୍ୟସ୍ତର ପର୍ଯ୍ୟନ୍ତ ଓଡ଼ିଆ ଭାଷାରେ ହେବ ସରକାରୀ କାମ। ସମସ୍ତ ନୋଟିସ୍, ବିଜ୍ଞପ୍ତି, ପତ୍ର ବିନିମୟ ଓଡ଼ିଆରେ ହେବ। ଏଥିରେ ଖିଲାପ କଲେ ତାଗିଦ୍ ସହ କାରଣ ଦର୍ଶାଅ ନୋଟିସ୍ ଜାରି ହେବ। ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ଏନେଇ ପଦକ୍ଷେପ ନିଆଯାଇଛି।
ଓଡ଼ିଆ ଭାଷାରେ ହେବ ସମସ୍ତ ସରକାରୀ କାମ, ସବୁ ବିଭାଗ ଓ ଜିଲ୍ଲାପାଳଙ୍କୁ ଚିଠି









