ଓଡ଼ିଶା

ଲିଙ୍ଗରାଜଙ୍କ ନୀତିକାନ୍ତି ବନ୍ଦ ପ୍ରସଙ୍ଗରେ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ବିରୋଧରେ ଲିଖିତ ଅଭିଯୋଗ

ଭୁବନେଶ୍ୱର: ମକର ସଂକ୍ରାନ୍ତି ସମୟରେ ମହାପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି ବନ୍ଦ ପ୍ରସଙ୍ଗରେ ଥାନାରେ ଏତଲା । ମନ୍ଦିର କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ନାମରେ ଥାନାରେ ଏତଲା ଦିଆଯାଇଛି । କାର୍ଯ୍ୟରେ ଅବହେଳା ଯୋଗୁଁ ଉପାସରେ ରହିଲେ ପ୍ରଭୁ ଲିଙ୍ଗରାଜ ଓ ବନ୍ଦ ହେଲା ନୀତିକାନ୍ତି ।  ଏନେଇ କାର୍ଯ୍ୟନିର୍ବାହୀ ଅଧିକାରୀ ରୁଦ୍ର ନାରାୟଣ ମହାନ୍ତିଙ୍କ ନାଁରେ ଲିଖିତ ଅଭିଯୋଗ କରିଛନ୍ତି ଅମରେନ୍ଦ୍ର ଗରାବଡୁ ।

Leave a Reply

Your email address will not be published. Required fields are marked *

This News and Current Affairs Website is published & owned  by The Info News India-Ajira Dunia Media Ventures 

Ajira Dunia @2024. All Rights Reserved || Developed By CBSPL