ଭୁବନେଶ୍ୱର: ବଢିଲା ଅଙ୍ଗନୱାଡି ପିଲାଙ୍କ ପୋଷାକର ମୂଲ୍ୟ । ମାଳତୀ ଦେବୀ ପ୍ରକ୍ ବିଦ୍ୟାଳୟ ଯୋଜନାରେ ପ୍ରିସ୍କୁଲ ପିଲାଙ୍କ ପୋଷାକର ମୂଲ୍ୟ ବଢ଼ାଯାଇଛି । ସ୍କୁଲର ଉଭୟ ପୋଷାକ ଓ ଜୋତା ପାଇଁ ବଢ଼ାଯାଇଛି ସରକାରୀ ଖର୍ଚ୍ଚ। ପୋଷାକ ଓ ଜୋତା ପାଇଁ ବଢିବ ସରକାରୀ ଖର୍ଚ୍ଚ । ପୂର୍ବରୁ ଛାତ୍ରଙ୍କ ପୋଷାକ ମୂଲ୍ୟ ୧୦୦ ଟଙ୍କା ଥିଲା । ଏବେ ଏହା ବଢ଼ି ୧୭୫ ଟଙ୍କା ହୋଇଛି ।
ବଢ଼ିଲା ଅଙ୍ଗନବାଡି ପିଲାଙ୍କ ପୋଷାକର ମୂଲ୍ୟ







