ଓଡ଼ିଶା

ଓମଫେଡ୍ ବୁଥରେ ଗୁଟଖା ବିକିଲେ ଲାଇସେନ୍ସ ବାତିଲ ନେଇ ବିଏମସିର ଚେତାବନୀ

ଭୁବନେଶ୍ବର: ଓମଫେଡ୍ ବୁଥରେ ଗୁଟଖା ବିକିଲେ ଆକ୍ସନ ।  ଭେଣ୍ଡିଂ ଜୋନ୍, ଓମଫେଡ୍ ବୁଥରେ ଗୁଟଖା ବିକିଲେ ଆକ୍ସନ ।  ଲାଇସେନ୍ସ ବାତିଲ ନେଇ ଚେତାବନୀ ଦେଇଛି ବିଏମସି|

ବିଏମସି ଅଞ୍ଚଳରେ ଗୁଟଖା ବିକ୍ରି ହେବ ସମ୍ପୂର୍ଣ୍ଣ ନିଷେଧ ।  ଜୋରଦାର୍ ହେବ ଗୁଟୁଖା ଏନଫୋର୍ସମେଣ୍ଟ ଡ୍ରାଇଭ୍ । ବିଏମସି ସାଧାରଣ ବରିଷଦ ବୈଠକରେ ଏନେଇ ନିଷ୍ପତ୍ତି ହୋଇଛି|

Leave a Reply

Your email address will not be published. Required fields are marked *

This News and Current Affairs Website is published & owned  by The Info News India-Ajira Dunia Media Ventures 

Ajira Dunia @2024. All Rights Reserved || Developed By CBSPL