ବାଲେଶ୍ବର: ବାଲେଶ୍ବର ଜିଲ୍ଲା ଭୋଗରାଇ ବ୍ଲକ ଶୁଆଶୁନିରେ ଥିବା ବେଆଇନ ଏଲପିଜି ଗ୍ୟାସ ଟାଙ୍କି କାରଖାନା ଠାବ ହୋଇଛି। ଏହି ବେଆଇନ କାରଖାନା ଉପରେ ଯୋଗାଣ ବିଭାଗ ରେଡ୍ କରିଛି। ରେଡ୍ ବେଳେ କାରଖାନାରୁ ୫୦୦ରୁ ଅଧିକ ଚୋରା ଗ୍ୟାସ୍ ଟାଙ୍କି ଜବତ ହୋଇଛି। ଗୋଦାମରୁ ଏକ ଗ୍ୟାସ କନଭର୍ଟର ମେସିନ ମଧ୍ୟ ଜବତ ହୋଇଛି ।
ବେଆଇନ LPG ଗ୍ୟାସ ସିଲିଣ୍ଡର କାରଖାନା ଉପରେ ଚଢ଼ାଉ








