ଓଡ଼ିଶା

ଉତ୍ତର ଘୁମୁସର ବନଖଣ୍ଡରେ କୃଷ୍ଣସାର ମୃଗ ଗଣନା

ଭଂଜନଗର : ଗଂଜାମ ଜିଲ୍ଲା ଭଂଜନଗର – ଉତ୍ତର ଘୁମୁସର ବନଖଣ୍ଡରେ ବିଶ୍ବ ବିରଳ ବନ୍ୟପ୍ରାଣୀ କୃଷ୍ଣସାର ମୃଗ ଗଣନା ଆରମ୍ଭ ହୋଇଛି । ବିଭାଗୀୟ ଅଧିକାରୀଙ୍କ ତତ୍ତ୍ୱାବଧାନରେ ବନଖଣ୍ଡର ମୁଜାଗଡ, ତାରାସିଙ୍ଗି, ଜଗନ୍ନାଥପ୍ରସାଦ ଏବଂ କେନ୍ଦ୍ରୀୟ ବନାଞ୍ଚଳରେ ୧୮ଟି ଟିମକୁ ନେଇ ଗଣନା ଆରମ୍ଭ ହୋଇଛି । ବିଭାଗୀୟ କର୍ମଚାରୀଙ୍କଠୁ ଆରମ୍ଭ କରି ସ୍ବେଛାସେବୀ ଏବଂ ବିଭିନ୍ନ ମହାବିଦ୍ୟାଳୟର ଛାତ୍ରଛାତ୍ରୀମାନେ, ଗଣନା କାର୍ଯ୍ୟରେ ସାମିଲ୍ ହୋଇଛନ୍ତି ।

Leave a Reply

Your email address will not be published. Required fields are marked *

This News and Current Affairs Website is published & owned  by The Info News India-Ajira Dunia Media Ventures 

Ajira Dunia @2024. All Rights Reserved || Developed By CBSPL