ଓଡ଼ିଶା

ପତ୍ନୀଙ୍କ ସହ ରାଷ୍ଟ୍ରପତିଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁଙ୍କୁ ଭେଟିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ମୁଖ୍ୟମନ୍ତ୍ରୀଙ୍କ ସହ ତାଙ୍କ ପତ୍ନୀ ମଧ୍ୟ ରାଷ୍ଟ୍ରପତିଙ୍କୁ ଭେଟିଥିଲେ ।

ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁଙ୍କୁ ଭେଟିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ । ରାଷ୍ଟ୍ରପତି ଏବେ ଓଡିଶା ଗସ୍ତରେ ଆସିଛନ୍ତି । ଏହି ସମୟରେ ରାଷ୍ଟ୍ରପତିଙ୍କ ରାଇରଙ୍ଗପୁର ସ୍ଥିତ ନିଜ ବାସଭବନରେ ଭେଟିଥିଲେ ମୁଖ୍ୟମନ୍ତ୍ରୀ । ଏହି ଅବସରରେ ମୁଖ୍ୟମନ୍ତ୍ରୀଙ୍କ ସହ ପତ୍ନୀ ଡ଼ଃ ପ୍ରିୟଙ୍କା ମାର୍ଣ୍ଡି ମଧ୍ୟ ଭେଟିଥିଲେ ।

Leave a Reply

Your email address will not be published. Required fields are marked *

This News and Current Affairs Website is published & owned  by The Info News India-Ajira Dunia Media Ventures 

Ajira Dunia @2024. All Rights Reserved || Developed By CBSPL