ଓଡ଼ିଶା

କମେଣ୍ଟ ମରାକୁ ନେଇ ଗୋଷ୍ଠୀ ସଂଘର୍ଷ, ୪ ଗୁରୁତର

ଜଳେଶ୍ବର: କମେଣ୍ଟ ମରାକୁ କେନ୍ଦ୍ର କରି ଗୋଷ୍ଠୀ ସଂଘର୍ଷ । ୪ ଜଣ ଗୁରୁତର,ଜଣେ ଆହତ । ବାଲେଶ୍ବର ଜିଲ୍ଲା ବାଲିଆପାଳ ଥାନା କୁହ୍ଲାଚଢ଼ ଗାଁରେ ଗୋଷ୍ଠୀ ସଂଘର୍ଷ ହୋଇଛି । ଗୁରୁତର ଆହତଙ୍କୁ ବାଲେଶ୍ୱର ଜିଲ୍ଲା ମୁଖ୍ୟ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି। ବାଲିଆପାଳ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଛି। ଗାଁରେ ଚାପା ଉତ୍ତେଜନା ଲାଗିରହିଥିବାରୁ ବ୍ୟାପକ ପୋଲିସ ମୁତୟନ କରାଯାଇଛି ।

Leave a Reply

Your email address will not be published. Required fields are marked *

This News and Current Affairs Website is published & owned  by The Info News India-Ajira Dunia Media Ventures 

Ajira Dunia @2024. All Rights Reserved || Developed By CBSPL