ନୟାଗଡ଼: ନୟାଗଡ ଜିଲ୍ଲା ଦଶପଲ୍ଲା ଏନସି ଅନ୍ତର୍ଗତ ଦଶପଲ୍ଲା ଉଚ୍ଚ ବିଦ୍ୟାଳୟର ସପ୍ତମ ଶ୍ରେଣୀର ଦୁଇ ଛାତ୍ର ମଦ୍ୟପାନ କରି ଆସିଥିଲେ ଓ ଚେତାଶୂନ୍ୟ ହୋଇପଡିଥିବା ସୂଚନା ରହିଛି । ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଅଭିଭାବକଙ୍କୁ ଡକାଇ ଦୁଇ ଛାତ୍ରଙ୍କୁ ଅଭିଭାବକଙ୍କ ଜିମା ଦେଇଛନ୍ତି ।
ବିଦ୍ୟାଳୟକୁ ମଦ ପିଇ ଆସିଲେ ଦୁଇ ଛାତ୍ର








