ଓଡ଼ିଶା

ଜାଗର ପାଇଁ ବାବା ଲୋକନାଥଙ୍କ ପୀଠରେ ସ୍ବତନ୍ତ୍ର ନୀତିକାନ୍ତ

ପୁରୀ: ମହାଶିବରାତ୍ରି ପାଇଁ ପୁରୀର ବାବା ଲୋକନାଥଙ୍କ ପୀଠ ଚଳଚଞ୍ଚଳ । ରାତି ୧୨ଟା ୩୦ରୁ ଦ୍ବାର ଫିଟାଯାଇ ସ୍ବତନ୍ତ୍ର ନୀତିକାନ୍ତ କରାଯାଇଛି ।  ଭୋର ୫ଟାରୁ ଆରମ୍ଭ ହୋଇଛି ସର୍ବସାଧାରଣ ଦର୍ଶନ ।  ରାତି ୩ଟାରେ ହରିହର ଭେଟ, ଭୋଗ ସମ୍ପନ୍ନ ପରେ ବଡ଼ସିଂହାର ବେଶ କରାଯାଇ ଭୋର ୪ ଟାରେ ମହାଦୀପ ଉଠିବ ।  ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ ପାଇଁ ସମସ୍ତ ବ୍ୟବସ୍ଥା କରାଯାଇଛି ।  ଜଣେ ଆଡିସନାଲ ଏସପି, ୬ଜଣ ଡିଏସପି, ୬୫ଜଣ ଏସଆଇ ପ୍ରମୁଖ ନିୟୋଜିତ ଅଛନ୍ତି ।

Leave a Reply

Your email address will not be published. Required fields are marked *

This News and Current Affairs Website is published & owned  by The Info News India-Ajira Dunia Media Ventures 

Ajira Dunia @2024. All Rights Reserved || Developed By CBSPL