ଓଡ଼ିଶା

ଆସନ୍ତାକାଲି ଅମିତ ଶାହାଙ୍କ ଓଡ଼ିଶା ଗସ୍ତ

ଭୁବନେଶ୍ଵର: ଆଜି ନୁହେଁ ଆସନ୍ତାକାଲି ଓଡ଼ିଶା ଆସିବେ ସ୍ବରାଷ୍ଟ୍ର ମନ୍ତ୍ରୀ ଶାହ। କାଲି ସ୍ୱତନ୍ତ୍ର ବାୟୁସେନା ବିମାନରେ ନୂଆଦିଲ୍ଲୀରୁ ଆସି ଓଡିଶାରେ ପହଞ୍ଚିବେ । ସେଠୁ ସିଧାସଳଖ କଟକ ମୁଣ୍ଡଳୀ ଯାଇ ସି.ଆଇ.ଏସ.ଏଫର ପ୍ରତିଷ୍ଠା ଦିବସ କାର୍ଯ୍ୟକ୍ରମରେ ଯୋଗଦେବେ । ଅପରାହ୍ଣରେ ଜଟଣୀ ଠାରେ ଜାତୀୟ ଫୋରେନସିକ୍ ବିଜ୍ଞାନ ବିଶ୍ୱବିଦ୍ୟାଳୟ ଏବଂ କେନ୍ଦ୍ରୀୟ ଫୋରେନସିକ୍ ବିଜ୍ଞାନ ପରୀକ୍ଷାଗାର, ଭୁବନେଶ୍ୱର କ୍ୟାମ୍ପସ ପାଇଁ ଭୂମି ପୂଜନ କରିବେ । ସେଦିନ ଅପରାହ୍ଣରେ ଭୁବନେଶ୍ୱର ଇଡ଼କୋ ପ୍ରଦର୍ଶନୀ ପଡ଼ିଆରେ ନ୍ୟାୟ ସଂହିତା ପ୍ରଦର୍ଶନୀକୁ ଉଦଘାଟନ କରିବା କାର୍ଯ୍ୟକ୍ରମ ରହିଛି । ପରେ ପାରାଦୀପରେ ମଧ୍ୟ ଶାହାଙ୍କ କାର୍ଯ୍ୟକ୍ରମ ରହିଛି।

Leave a Reply

Your email address will not be published. Required fields are marked *

This News and Current Affairs Website is published & owned  by The Info News India-Ajira Dunia Media Ventures 

Ajira Dunia @2024. All Rights Reserved || Developed By CBSPL