ଓଡ଼ିଶା

ଏପ୍ରିଲ ୮ରେ ମହମ୍ମଦ ମୋକିମଙ୍କ ନୂଆ ଦଳ

କଟକ : ଓଡିଶା ଜନତା କଂଗ୍ରେସ ହେବ ମହମ୍ମଦ ମୋକିମଙ୍କ ନୂଆ ଦଳର ନାଁ  ।  ଦଳର ନାଁ ‘ଓଡିଶା ଜନତା କଂଗ୍ରେସ ‘ ହେଉଥିବା ବେଳେ ଦଳୀୟ ପତାକାର ଚିତ୍ର ସାମ୍ନାକୁ ଆଣିଛନ୍ତି ମହମ୍ମଦ ମୋକିମ ।  ଦଳର ନାଁ ସମ୍ପର୍କରେ ନିର୍ବାଚନ କମିଶନ ଅଫିସରୁ ସଵୁଜ ସଙ୍କେତ ମିଳିଥିବା ସ୍ପଷ୍ଟ କରିଛନ୍ତି ମହମ୍ମଦ ମୋକିମ୍ ।  ଆସନ୍ତା ଏପ୍ରିଲ ୮ ତାରିଖରେ ଭୁବନେଶ୍ୱରରେ ଦଳର ବିଧିବଦ୍ଧ ଗଠନ ହେବ ।

Leave a Reply

Your email address will not be published. Required fields are marked *

This News and Current Affairs Website is published & owned  by The Info News India-Ajira Dunia Media Ventures 

Ajira Dunia @2024. All Rights Reserved || Developed By CBSPL