କନ୍ଧମାଳ

ବାଲିଗୁଡ଼ା ସୂଚନା ଅଧିକାର କର୍ମୀ ଅଭିମନ୍ୟୁ ପଣ୍ଡା ହତ୍ୟା ମାମଲା: ୬ ଜଣଙ୍କୁ ଆଜୀବନ ଜେଲ୍

ବହୁ ଚର୍ଚ୍ଚିତ ବାଲିଗୁଡ଼ା ସୂଚନା ଅଧିକାର କର୍ମୀ ଅଭିମନ୍ୟୁ ପଣ୍ଡା ହତ୍ୟା ମାମଲାରେ ସୋମବାର ରାୟ ଶୁଣାଇଛନ୍ତି ଗଞ୍ଜାମ ଜିଲା ଓ ଦୌରାଜଜ୍ ରୂପଶ୍ରୀ ଚୌଧୁରୀ। ଏହି ମାମଲାରେ ୬ ଜଣ ଅଭିଯୁକ୍ତଙ୍କୁ ଦୋଷୀ ସାବ୍ୟସ୍ତ କରି ଆଜୀବନ କାରାଦଣ୍ଡାଦେଶ ଶୁଣାଇଛନ୍ତି ଅଦାଲତ। ଦୁଇ ଜଣ କୋର୍ଟରେ ଅନୁପସ୍ଥିତ ଥିବାରୁ ସେମାନଙ୍କ ବିରୋଧରେ ୱାରେଣ୍ଟ ଜାରି କରିଛନ୍ତି କୋର୍ଟ। ଟାଉନ ଥାନା ଅଧିକାରୀ ସୌଭାଗ୍ୟ କୁମାର ସ୍ୱାଇଁ ଓ ଏକ ସ୍ୱତନ୍ତ୍ର ଟିମ୍ ୪ଜଣ ଅଭିଯୁକ୍ତଙ୍କୁ କଡ଼ା ସୁରକ୍ଷାରେ କୋର୍ଟରେ ହାଜର କରିଥିଲେ।

Leave a Reply

Your email address will not be published. Required fields are marked *

This News and Current Affairs Website is published & owned  by The Info News India-Ajira Dunia Media Ventures 

Ajira Dunia @2024. All Rights Reserved || Developed By CBSPL