ରାଜ୍ୟ ପାଇଁ ପାଣିପାଗ ପୂର୍ବାନୁମାନ ଏବଂ ଚେତାବନୀ |
ଆଗାମୀ ୨୪ ଘଣ୍ଟା ପାଇଁ ରାଜ୍ୟରେ ପାଗ ମୁଖ୍ୟତଃ ଶୁଖିଲା ରହିବ |
ତା. ୦୮/୧୨/୨୦୨୪ ରେ ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, ଗଜପତି, କଳାହାଣ୍ଡି, କନ୍ଧମାଳ, ନୂଆପଡ଼ା, ବଲାଙ୍ଗୀର, ସୋନପୁର, ବୌଦ୍ଧ ଏବଂ ତା. ୦୯/୧୨/୨୦୨୪ ରେ ମୟୁରଭଞ୍ଜ, କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ, ବୌଦ୍ଧ, ନୟାଗଡ଼, କନ୍ଧମାଳ, ରାୟଗଡ଼ା, କଟକ, ଖୋର୍ଦ୍ଧା ଜିଲ୍ଲାଗୁଡ଼ିକରେ ଗୋଟିଏ ରୁ ଦୁଇଟି ସ୍ଥାନରେ ହାଲୁକା ବର୍ଷା ହେବାର ସମ୍ଭାବନା ଅଛି |
ତା. ୧୦/୧୨/୨୦୨୪ ରୁ ୪ ଦିନ ପାଇଁ ପାଗ ପ୍ରାୟତଃ ଶୁଖିଲା ରହିବ |
ଆଗାମୀ ୫ ଦିନ ପାଇଁ କୌଣସି ଚେତାବନୀ ନାହିଁ |